NABASETULIVE

ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ବଲାଙ୍ଗିରରେ ଜନସାଧାରଣଙ୍କ ଅଭିଯୋଗ ଶୁଣି ତ୍ୱରିତ ସମାଧାନ ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ

ଅଦ୍ୟ ତା : ୦୭।୦୯।୨୦୨୬ ରିଖରେ ଜିଲ୍ଲା ପଞ୍ଚାୟତ ସାଧନା କେନ୍ଦ୍ର, ବଲାଙ୍ଗିର ଠାରେ ଜିଲ୍ଲାପାଳ, ବଲାଙ୍ଗିର ଓ ଆରକ୍ଷୀ ଅଧୀକ୍ଷକ, ବଲାଙ୍ଗିରଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା।ଏଠାରେ ଜିଲ୍ଲାପାଳ ବିଭିନ୍ନ ଅଭିଯୋଗ/ସମସ୍ୟା ଗୁଡିକର ଶୁଣାଣି କରିବା ସହିତ ସେଗୁଡିକର ତୁରନ୍ତ ସମାଧାନ କରିବା ନିମନ୍ତେ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।@dept_ga

Leave a Comment

Your email address will not be published. Required fields are marked *

Scroll to Top